Masthead

ସନଲିସାଙ୍କ ତମ୍ବୁରେ ସବୁ ଷ୍ଟାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ସନଲିସାଙ୍କ ଧାରଣାକୁ ଆସିଲେ ଓଲିଉଡର ବଡ଼ ବଡ଼ ତାରକା । ଅନୁଭବ ଆସିଲେ ଅରିନ୍ଦମ ଆସିଲେ..ବୁଦ୍ଧାଦିତ୍ୟ ଆସିଲେ କୁନା ତ୍ରିପାଠୀ ଆସିଲେ । ସବୁଠୁ ବଡ଼ କଥା ହେଲା କିମ୍ବଦନ୍ତି ଅଭିନେତ୍ରୀ ମହାଶ୍ୱେତା ରାୟ ବି ଆସିଲେ । ଗୋଟିଏ ତମ୍ବୁ ତଳେ ଏକାଠି ହେଲେ ଓଲିଉଡର ଦିଗଜ ନାୟକ ନାୟିକା । ସମ୍ପୂର୍ଣ୍ଣ ଖବର ଜାଣିବା ପାଇଁ ଲିଙ୍କକୁ କ୍ଲିକ୍ କରନ୍ତୁ ..

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ