Masthead

ଶ୍ରୀମନ୍ଦିରରେ ପ୍ରବଳ ଭିଡ଼, ସାରାରାତି ହେବ ଜଗା ଦର୍ଶନ

ପୁରୀ(ବଡ଼ ଖବର ବ୍ୟୁରୋ):ଆଜି ସାରା ରାତି ଭକ୍ତଙ୍କୁ ଦର୍ଶନ ଦେବେ ପ୍ରଭୁ ଜଗନ୍ନାଥ । କାର୍ତ୍ତିକ ପୂର୍ଣ୍ଣିମାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ନିଷ୍ପତି ନିଆଯାଇଛି । ଆସନ୍ତାକାଲି କାର୍ତ୍ତିକ ପୂର୍ଣ୍ଣିମାରେ ସୁନାବେଶରେ ଦର୍ଶନ ଦେବେ ମହାବାହୁ । ଆଜି ପଞ୍ଚୁକର ଚତୁର୍ଥ ଦିନ ହୋଇଥିବାରୁ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ଭକ୍ତଙ୍କ ନାହିଁ ନଥିବା ଭିଡ ଦେଖିବାକୁ ମିଳିଛି । ଏହାଛଡା ଆଜି ଛୁଟିଦିନ ରବିବାର ଥିବାରୁ ହଜାର ହଜାର ଭକ୍ତଙ୍କ ସମାଗମ ହେବାଲେ ଲାଗିଛି । ଅନ୍ୟପଟେ ପ୍ରଶାସନ ପକ୍ଷରୁ ଶୃଙ୍ଖଳିତ ଦର୍ଶନ ସହ ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି