Masthead

ଡିସେମ୍ବର ୪ଯାଏଁ ଚାଲିବ ବାଲିଯାତ୍ରା, ଅଣ୍ଡର ୱାଟର ଆକ୍ୱାରିଅମ ମୁଖ୍ୟ ଆକର୍ଷଣ

କଟକ(ବଡ଼ ଖବର ବ୍ୟୁରୋ): ଆଜିଠୁ ଐତିହାସିକ କଟକ ବାଲିଯାତ୍ରା । ଡିସେମ୍ବର ୪ଯାଏଁ ଚାଲିବ ବାଲିଯାତ୍ରା । ଚଳିତ ବର୍ଷ ପଡିଛି ୧୬ଶହ ଷ୍ଟଲ । ମୁଖ୍ୟ ଆକର୍ଷଣ ଗ୍ରାମୀଣ କଟକର ଝଲକ, ଅଣ୍ଡର ୱାଟର ଆକ୍ୱାରିଅମ । ଉତ୍କଳୀୟ ପରମ୍ପରାକୁ ବହନ କରୁଥିବା ଏହି ଐତିହାସିକ ମହୋତ୍ସବକୁ ଅଧିକ ଆକର୍ଷଣୀୟ କରିବା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । କଟକ ଇନ୍ କଟକ ମଧ୍ୟରେ ପ୍ରାୟ ୧୦ଟି ସେଲଫି ଜୋନ ପ୍ରସ୍ତୁତ କରାଯାଇଛି । ଭିଡକୁ ନଜରରେ ରଖି ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡାକଡି କରାଯାଇଛି । ବିଶେଷକରି ଟ୍ରାଫିକ୍ ବ୍ୟବସ୍ଥା ନିୟନ୍ତ୍ରଣ କରିବାକୁ ବିଶେଷ ଯୋଜନା କରିଛି କମିଶନରେଟ୍ ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି