Masthead

ତିରୁପତି ବାଲାଜୀଙ୍କୁ ଦର୍ଶନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ସକାଳେ ତିରୁପତି ବାଲାଜୀଙ୍କ ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି। ପୂଜାର୍ଚ୍ଚନା କରିବା ସହ ତିରୁପତି ବାଲାଜୀଙ୍କ ଦର୍ଶନ କରି ଦେଶବାସୀଙ୍କ ପାଇଁ ପ୍ରାର୍ଥନା ମଧ୍ୟ କରିଛନ୍ତି । ପ୍ରଧାନମନ୍ତ୍ରୀ ତାଙ୍କ ତିରୁପତି ବାଲାଜୀଙ୍କ ମନ୍ଦିର ଗସ୍ତର ଫଟୋ ମଧ୍ୟ ସୋସିଆଲ ମିଡିଆରେ ସେୟାର କରିଛନ୍ତି।ପ୍ରଧାନମନ୍ତ୍ରୀ ଲେଖିଛନ୍ତି, ସେ ତିରୁମାଲାସ୍ଥିତ ଶ୍ରୀ ଭେଙ୍କଟେଶ୍ୱର ସ୍ୱାମୀ ମନ୍ଦିରରେ ପୂଜାର୍ଚ୍ଚନା ସହ ପ୍ରାର୍ଥନା କରି ଦେଶବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ଏବଂ ସମୃଦ୍ଧି କାମନା କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା