Masthead

ବିଜେଡିରେ ବିଧିବଦ୍ଧ ଯୋଗଦେଲେ ଭି.କେ. ପାଣ୍ଡିଆନ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡିରେ ଯୋଗଦେଲେ ଭିକେ ପାଣ୍ଡିଆନ୍ । ବିଜେଡିରେ ବିଧିବଦ୍ଧ ଯୋଗ ଦେଲେ ଭି.କେ. ପାଣ୍ଡିଆନ୍ । ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ନବୀନ ନିବାସରେ ସେ ଦଳରେ ସାମିଲ ହୋଇଛନ୍ତି । ଆଜି ସକାଳୁ ବିଜେଡିର ଅନେକ ବରିଷ୍ଠ ନେତାଙ୍କ ସହ ମନ୍ତ୍ରୀ ଓ ବିଧାୟକମାନେ ନବୀନ ନିବାସରେ ପହଞ୍ଚିଥିଲେ । ଏହାପରେ ଦଳୀୟ କର୍ମକର୍ତ୍ତାଙ୍କ ସହ ଆଲୋଚନା କରି ସେ ବିଜେଡିରେ ସାମିଲ ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା