Masthead

ଶ୍ରୀମନ୍ଦିର ରତ୍ନଭଣ୍ଡାର ପ୍ରସଙ୍ଗ, ଆସନ୍ତାକାଲି ରତ୍ନଭଣ୍ଡାରର ଲେଜର ସ୍କାନିଂ

ପୁରୀ (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିର ରତ୍ନଭଣ୍ଡାର ପ୍ରସଙ୍ଗ । ଆସନ୍ତାକାଲି ହେଵ ରତ୍ନଭଣ୍ଡାରର ଲେଜର୍ ସ୍କାନିଂ। ରତ୍ନଭଣ୍ଡାରର ସ୍ଥିତିକୁ ନେଇ ଏଏସଆଇ ଦେବ ଫାଇନାଲ୍ ରିପୋର୍ଟ। ଏଏସଆଇ ରିପୋର୍ଟକୁ ବୈଷୟିକ ଟିମ୍ କରିବ ସମୀକ୍ଷା। ରିପୋର୍ଟ ଆସିବା ପରେ ରତ୍ନଭଣ୍ଡାର ପ୍ରସଙ୍ଗରେ ନିଷ୍ପତ୍ତି ନିଆଯିବ। ରତ୍ନଭଣ୍ଡାରରେ ଯଦି ଫାଟ ଥିବ ପ୍ରଶ୍ନରେ ପ୍ରତିକ୍ରିୟା ରଖିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ୍ ଦାସ । ଯଦି,, କିନ୍ତୁ,, ପରନ୍ତୁର ପ୍ରଶ୍ନ ନାହିଁ। ଏଏସଆଇ ରିପୋର୍ଟ ଆଧାରରେ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା