Masthead

ଆଜି ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାରର ଲେଜର ସ୍କାନିଂ

ପୁରୀ(ବଡ଼ ଖବର ବ୍ୟୁରୋ):  ଆଜି ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାରର ଲେଜର ସ୍କାନିଂ । ବାହାରପଟୁ ଲେଜର ସ୍କାନିଂ ପାଇଁ ଇଝଓକୁ ଅନୁମତି ଦିଆ ଯାଇଥିବା କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ପ୍ରଥମେ ରତ୍ନଭଣ୍ଡାର ବାହାର କାନ୍ଥର ଲେଜର ସ୍କାନିଂ କରାଯିବ । ଆବଶ୍ୟକ ପଡ଼ିଲେ ଭିତର ରତ୍ନଭଣ୍ଡାର ଓ ଅନ୍ୟ ପାଶ୍ୱର୍ଦେବାଦେବୀଙ୍କ ମନ୍ଦିରର ମଧ୍ୟ ଲେଜର ସ୍କାନିଂ କରାଯିବାର ସୂଚନା ରହିଛି । ରତ୍ନଭଣ୍ଡାରର ସ୍ଥିତିକୁ ଯାଞ୍ଚ କରିବା ପରେ ଏଏସଆଇ ଚୂଡାନ୍ତ ରିପୋର୍ଟ ଦେବ । ରିପୋର୍ଟ ଆସିବା ପରେ ବୈଷୟିକ କମିଟି ସମୀକ୍ଷା କରିବ । ରତ୍ନଭଣ୍ଡାରର ଲେଜର ସ୍କାନିଂ ପାଇଁ ସମସ୍ତ ପ୍ରକାର ସହଯୋଗ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କରାଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ