Masthead

ଆମିଷ ବଜାରରେ ଲମ୍ବା ଲାଇନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସରିଲା କାର୍ତ୍ତିକ ମାସ । ଆଜି ଛାଡ଼ଖାଇ । ମଙ୍ଗଳବାର ଥିବାରୁ ଛାଡଖାଇ ବେଶ୍ ଜମିବ ବୋଲି ଆଶା ରଖା ଯାଇଛି । ଛାଡଖାଇ ପାଳିବା ପାଇଁ ଲୋକଙ୍କ ମଧ୍ୟରେ ଖୁବ୍ ଆଗ୍ରହ ଦେଖିବାକୁ ମିଳିଛି । ଆମିଷ ଦୋକାନରେ ଲୋକଙ୍କ ଲମ୍ବା ଲାଇନ୍ ରହିଛି । ଆଜି ଠାରୁ ଆସନ୍ତାକାଲି ଅଧିକ ଭିଡ଼ ହେବା ଆଶା କରାଯାଉଛି । ଭୁବନେଶ୍ୱରରେ ମଟନ କିଲୋ ୮ଶହ ଟଙ୍କା ହୋଇଥିବା ବେଳେ ଚିଙ୍ଗୁଡ଼ି ୫୦୦ରୁ ୭୦୦ଟଙ୍କା କିଲୋରେ ମିଳୁଛି, ଦେଶୀ ଚିକେନ ୨୨୦ରୁ ୨୫୦ ଟଙ୍କା ରହିଛି ।

ସେହିପରି ବ୍ରହ୍ମପୁରରେ ମଟନ କିଲୋ ୮ଶହ ଟଙ୍କା ହୋଇଥିବା ବେଳେ ସମୁଦ୍ର ମାଛ ୨ଶହରୁ ୫୦୦ ଟଙ୍କା, କଙ୍କଡ଼ା ୫୦୦ରୁ ୮୦୦, ଚିଙ୍ଗୁଡ଼ି ୨୦୦ରୁ ଆରମ୍ଭ କରି ହଜାରେ ଟଙ୍କା ପର୍ଯ୍ୟନ୍ତ ମିଳୁଛି । କଟକରେ ମଟନ କିଲୋ ୭୦୦ ଟଙ୍କା ହୋଇଥିବା ବେଳେ ଚିକେନ ୨୨୦ ଟଙ୍କା ରହିଛି । ରେଟକୁ ଖାତିର ନକରି ଛାଡ଼ କରୁଛନ୍ତି ଗ୍ରାହକ । ଆମିଷ ଆଣିବା ପାଇଁ ଦୋକାନରେ ଲମ୍ବା ଧାଡ଼ିରେ ଠିଆ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା