Masthead

ରାହୁଲ ଗାନ୍ଧିଙ୍କୁ ଅସାଦୁଦ୍ଦିନଙ୍କ ଟାର୍ଗେଟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ତେଲେଙ୍ଗାନାରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ହାଇଦ୍ରାବାଦ ସାଂସଦ ତଥା ଏଆଇଏମଆଇଏମ ମୁଖ୍ୟ ଅସାଦୁଦ୍ଦିନ ଓୱେସୀ କଂଗ୍ରେସ ସାଂସଦ ରାହୁଲ ଗାନ୍ଧିଙ୍କୁ ଟାର୍ଗେଟ କରିଛନ୍ତି। ରାହୁଲ ଗାନ୍ଧିଙ୍କ ବୟସ ୫୦ ଡେଇଁ ସାରିଲାଣି କହିଛନ୍ତି ଅସାଦୁଦ୍ଦିନ ଓୱେସୀ । ସେ ନିଜର ଏକୁଟିଆପଣକୁ ନେଇ ବେଶ ଚିନ୍ତିତ ରହୁଥବେ ବୋଲି କହି ଓୱେସୀ ତାଙ୍କୁ ଥଟ୍ଟା କରିଛନ୍ତି।

ସେ ଆହୁରୀ ମଧ୍ୟ କହିଛନ୍ତି ଏକୁଟିଆ ରହିବା ଆପଣଙ୍କୁ ନିଶ୍ଚିତ କଷ୍ଟ ଦେଉଥିବ। ଏହାକୁ ନେଇ ଆପଣ ଚିନ୍ତା ମଧ୍ୟ କରୁଥିବେ। କାହାକୁ ଗୋଟିଏ ଖୋଜି ନିଅନ୍ତୁ। ଅବଶ୍ୟ ଏହା ଆପଣଙ୍କର ନିଷ୍ପତ୍ତି। ଆମେ କାହାର ବ୍ୟକ୍ତିଗତ ଜୀବନରେ ହସ୍ତକ୍ଷେପ କରିବାକୁ ଚାହୁଁନାହୁଁ । ରାହୁଲ ଗାନ୍ଧି ତେଲେଙ୍ଗାନାରେ ପ୍ରଚାର ସମୟରେ ଓୱେସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବନ୍ଧୁ କହି ସମାଲୋଚନା କରିଥିଲେ। ଏହାର ଜବାବ ଦେଇଛନ୍ତି ଓୱେସୀ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା 🔴 ସ୍କ୍ରବଟାଇଫସ୍‌କୁ ନେଇ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ 🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା 🔴 ସ୍କ୍ରବଟାଇଫସ୍‌କୁ ନେଇ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ