Masthead

ଗୋଳାବନ୍ଧ ପଞ୍ଚାୟତରେ UNICEF ଟିମର ପରିଦର୍ଶନ

ବ୍ରହ୍ମପୁର (ବଡ଼ ଖବର ବ୍ୟୁରୋ): Unicef ଓ Ysd ସହାୟତାରେ ଗୋଲାବନ୍ଧ ଗ୍ରାମ ପଞ୍ଚାୟତରେ ଚାଲିଥିବା ଶିଶୁ ଅନୁକୂଳ ଗ୍ରାମ ପଞ୍ଚାୟତ କାର୍ଯ୍ୟକ୍ରମର ସଫଲତାକୁ ପରିଦର୍ଶନ କରିବା ପାଇଁ ଙ୍କunicef chief ଓ ଅନ୍ୟ ସଦସ୍ୟ, ରଙ୍ଗେଇଲୁଣ୍ଡା ବ୍ଲକ BDO, block chairman, block vice chairman ଓ ଜିଲ୍ଲା ପରିଷଦ vice president ଆସିଥିଲେ। ଏହି ସଭାରେ ଗୋଲାବନ୍ଧ୍ ସରପଞ୍ଚ, ସମସ୍ତ ୱାର୍ଡ ମେମ୍ବର, PEO, GRS, gram rojgar sewak ଓ ଅନ୍ୟାନ୍ୟ ଆଗଧାଡ଼ିର କର୍ମଚାରୀ ଉପସ୍ଥିତ ରହିଥିଲେ। ଏହା ପରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କିଶୋରୀ ବାଳକ ଓ ବାଳିକାମାନଙ୍କ ସହ ଏକ ମିଟିଂ କରାଯାଇ ସେମାନଙ୍କର ସମସ୍ୟା ଉପରେ ଆଲୋଚନା କରାଯାଇଥିଲା। ଏହି କର୍ଯ୍ୟକ୍ରମରେ Ysd ର ସମ୍ପାଦକ ବିଭୁ ପ୍ରସାଦ ସାହୁ, ପ୍ରୋଗ୍ରାମ coordinator, project coordinator,, ସମସ୍ତ ବ୍ଲକ୍ coordinators ଉପସ୍ଥିତ ରହି ସହଯୋଗ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି