Masthead

ବନ୍ଧୁକ ଦେଖାଇ ଲୁଟିଲେ ୧୦ ଲକ୍ଷର ଗହଣା

ହାଟଡିହି (ବଡ଼ ଖବର ବ୍ୟୁରୋ): ବନ୍ଧୁକ ଦେଖାଇ ଲୁଟିଲେ ଗହଣା । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ହାଟଡିହି ଟୁକୁଣା ଗ୍ରାମରେ । ଗତକାଲି ବିଳମ୍ବିତ ରାତିରେ ଟୁକୁଣା ଗ୍ରାମର ପବିତ୍ର କୁମାର ଦାସଙ୍କ ଘରୁ ବନ୍ଧୁକ ଭୁଜାଲି ଦେଖାଇ ଗହଣା ଲୁଟିଲେ ଦୁବୃର୍ତ୍ତ। ପୂର୍ବରୁ ଏପରି ଏହି ଯୁବକଙ୍କୁ ଗୁହାଳ ଗଡିଆ ନିକଟରେ ଜୀବନରୁ ମାରିଦେବାକୁ ଧମକ ଦେଇଥିବା ବେଳେ ଗତକାଲି ବିଳମ୍ବିତ ରାତିରେ ଛଅ ଜଣ ଚୋର ଆସି ବନ୍ଧୁକ, ଭୁଜାଲି ଦେଖାଇ ଦଶ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ସୁନା ଓ ଛଅ ଲକ୍ଷରୁ ଅଧିକ ଟଙ୍କାର ରୂପା ଚୋରି କରିନେଇଛନ୍ତି। ଚୋରି କରିବା ବେଳେ ଚୋରମାନେ ପରିବାର ଲୋକଙ୍କୁ ଭୁଜାଲି ଓ ବନ୍ଧୁକ ଦେଖାଇ ଭୟଭୀତ କରି ରଖିଥଲେ। ପରେ ପରିବାର ଲୋକ ଥାନାରେ ଅଭିଯୋଗ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି