Masthead

କର ବା ମର ସ୍ଥିତିରେ ୱାର୍ଣ୍ଣର-ସ୍ମିଥ୍

ଦୁବାଇ, (ବଡ଼ ଖବର ବ୍ୟୁରୋ): ଆଇପିଏଲ ତ୍ରୟୋଦଶ ସିଜିନର ୪୦ତମ ମ୍ୟାଚରେ ଆଜି ମୁହାଁମୁହିଁ ହେବେ ରାଜସ୍ଥାନ ରୟାଲ୍ସ ଓ ସନ ରାଇଜର୍ସ ହାଇଦ୍ରାବାଦ । ଷ୍ଟିଭ୍ ସ୍ମିଥଙ୍କୁ ଟକ୍କର ଦେବେ ଡେଭିଡ୍ ୱାର୍ଣ୍ଣର । ଆଜି ହାଇଦ୍ରାବାଦ ତା’ର ଦଶମ ମ୍ୟାଚ ଖେଳିବ । ସେହିପରି ରାଜସ୍ଥାନ ଆଜି ଏକାଦଶ ମ୍ୟାଚ ଖେଳିବ । ଉଭୟ ଦଳ ଆଜି ଏହି ମ୍ୟାଚ ଦୁବାଇରେ ଖେଳିବେ । ରାଜସ୍ଥାନ ୧୦ଟି ମ୍ୟାଚ ଖେଳି ୪ ବିଜୟ ସହ ପଏଣ୍ଟ ଟେବୁଲର ଷଷ୍ଠ ସ୍ଥାନରେ ରହିଛି । ହାଇଦ୍ରାବାଦ ୯ ମ୍ୟାଚ ଖେଳି ୩ ବିଜୟ ସହ ପଏଣ୍ଟ ଟେବୁଲର ସପ୍ତମ ସ୍ଥାନରେ ରହିଛି । ଆଇପିଏଲ ଇତିହାସରେ ଉଭୟ ଦଳ ୧୨ଥର ମୁହାଁମୁହିଁ ହୋଇଛନ୍ତି । ସେଥିମଧ୍ୟରୁ ଉଭୟ ଦଳ ୬-୬ ଥର ବିଜୟୀ ହୋଇଛନ୍ତି । ଚଳିତ ସିଜନରେ ଉଭୟ ଦଳ ମଧ୍ୟରେ ହୋଇଥିବା ମୁକାବିଲାରେ ରାଜସ୍ଥାନ ୫ ୱିକେଟରେ ହାଇଦ୍ରାବାଦକୁ ପରାସ୍ତ କରିଥିଲା । ଆଜିର ମ୍ୟାଚକୁ ହାଇଦ୍ରାବାଦ ଜିତି ଗତ ମ୍ୟାଚର ପରାଜୟର ପ୍ରତିଶୋଧ ନେବାକୁ ଚେଷ୍ଟା କରିବ । ଅପରପକ୍ଷରେ ରାଜସ୍ଥାନ ଆଜିର ମ୍ୟାଚ ଜିତି ପ୍ଲେ ଅଫକୁ ଯିବା ପାଇଁ ଚେଷ୍ଟା କରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ