Masthead

ବସକୁ ପିଟିଲା ଟ୍ରକ, ଦୁଇ ଆହତ

ସୋର (ବଡ଼ ଖବର ବ୍ୟୁରୋ): ବସକୁ ପଛରୁ ପିଟିଲା ଟ୍ରକ । ବାଲେଶ୍ୱର ଜିଲ୍ଲା ସୋର ବାହାନଗା ବଜାର ନିକଟରେ ବସ ଦୁର୍ଘଟଣା ହୋଇଛି । ତେବେ ଆଜି ସକାଳୁ ବସଟି ବାଲେଶ୍ୱରରୁ ଭୁବନେଶ୍ଵର ଅଭିମୁଖେ ଯାଉଥିବା ବେଳେ ଦୁର୍ଘଟଣା ଘଟିଛି । ବସଟିକୁ ପଛପଟୁ ଏକ ଆନ୍ଧ୍ରା ଟ୍ରକ ଜୋରରେ ଧକ୍କା ଦେଇଥିଲା । ତେଣୁ ବସରେ ବସିଥିବା ଦୁଇ ଜଣ ଯାତ୍ରୀ ଆହତ ହୋଇଛନ୍ତି । ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତିଯାଇଛନ୍ତି ଯାତ୍ରୀ । ଟ୍ରକକୁ ଲୋକ ଅଟକ ରଖି ସୋର ପୋଲିସକୁ ଖବର ଦେଇଛନ୍ତି । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଟ୍ରକକୁ ଜବତ କରିବା ସହିତ ଡ୍ରାଇଭରକୁ ଅଟକ ରଖି ଅଧିକ ତଦନ୍ତ କରୁଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି