Masthead

ଟ୍ରକକୁ ପଛରୁ ପିଟିଲା ଭ୍ୟାନ, ୮ ମୃତ ୧୧ ଆହତ

କେନ୍ଦୁଝର (ବଡ଼ ଖବର ବ୍ୟୁରୋ): ମା’ ତାରିଣୀଙ୍କୁ ଦର୍ଶନ କରିବା ପାଇଁ ବାହାରିଥିଲେ ଦୁଇଟି ପରିବାର । ହେଲେ ସେମାନଙ୍କର ଖୁସି ଗୋଟିଏ ମିନିଟରେ ଶେଷ ହୋଇଗଲା । ଟ୍ରକକୁ ପଛରୁ ପିଟିଲା ଭ୍ୟାନ । ଦୁର୍ଘଟଣାରେ ୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୧ ଜଣ ଗୁରୁତର ଆହତ ହୋଇଛନ୍ତି । ଗୁତୁତରଙ୍କ ମଧ୍ୟରେ ଅନେକ ଶୁଶୁ ଅଛନ୍ତି । ଘଟଗାଁ ବାଲିଯୋଡି ନିକଟରେ ଘଟିଛି ଏହି ମୁର୍ମଦୁନ୍ତ ଦୁର୍ଘଟଣା । ତାରିଣୀ ଦର୍ଶନ ପାଇଁ ଦିଗପହଣ୍ଡି ପୋଡାମାରିରୁ ଆସିଥିଲେ ଦୁଇ ପରିବାର। ହେଲେ ଅଧା ବାଟରେ ଛକି ବସିଥିଲା ମୃତ୍ୟୁ । ପୋଲିସ୍ ଘଟଣାସ୍ଥଳରେ ଦତନ୍ତ ଜାରି ରଖିଛି । ଗଞ୍ଜାମ ଜିଲ୍ଲାର ଦିଗପହଣ୍ଡି ଅଞ୍ଚଳର ପୋଡାମାରି ଗ୍ରାମର ଏକ ପରିବାର ତାଙ୍କ ସମ୍ପର୍କୀୟଙ୍କ ସହିତ ତାରିଣୀ ଦର୍ଶନ ପାଇଁ ଆସୁଥିଲେ । ବାଲିଜୋଡି ନିକଟରେ ଏକ ଟ୍ରକ୍ ବ୍ରେକ୍ ଡାଉନ୍ ହୋଇ ରାସ୍ତା ପାଶ୍ବରେ ଠିଆ ହୋଇଥିଲା । ଏହି ଭ୍ୟାନଟି ଟ୍ରକକୁ ପଛପଟୁ ଧକ୍କା ଦେଇଥିଲେ ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ