ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଘଟଗାଁ ସଡକ ଦୁର୍ଘଟଣା । ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଆଜି ଘଟଗାଁ ନିକଟରେ ଏକ ସଡକ ଦୁର୍ଘଟଣାରେ ୮ ଜଣ ବ୍ୟକ୍ତିଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା କରିଛନ୍ତି । ମୃତକଙ୍କ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଦୁର୍ଘଟଣାରେ ଆହତ ୧୨ ଜଣଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । ମୃତାହତ ସମସ୍ତ ବ୍ୟକ୍ତି ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅଂଚଳର ବୋଲି ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’