Masthead

ପୁଲୱାମାରେ ଏନକାଉଣ୍ଟର, ଆତଙ୍କବାଦୀ ନିହତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜମ୍ମୁ କଶ୍ମୀର ସୀମାର ପୁଲୱାମାର ଆରିହଲ ଅଞ୍ଚଳରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ । ଗତକାଲି ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ପୁଲୱାମା ଜିଲ୍ଲାରେ ସୁରକ୍ଷା ବାହିନୀ ଓ ଆତଙ୍କୀଙ୍କ ମଧ୍ୟରେ ହୋଇଥିବା ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଛି। ଏନେଇ ସୂଚନା ଦେଇଛନ୍ତି ସେନା ଅଧିକାରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା