କାଉଣ୍ଟିଂ ଉପରେ ନଜର ରଖିବାକୁ ସତର୍କ କଲେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କାଲି ଆସିବ ୪ ରାଜ୍ୟର ନିର୍ବାଚନ ଫଳାଫଳ । ଯାହାକୁ ନେଇ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ ପାଞ୍ଚଟି ରାଜ୍ୟ ବିଧାନସଭା ନିର୍ବାଚନ ପାଇଁ ଭୋଟ୍ ଗଣନା ଉପରେ ନଜର ରଖିବାକୁ ଦଳର ଦାୟିତ୍ୱରେ ଥିବା ପର୍ଯ୍ୟବେକ୍ଷକମାନଙ୍କୁ କହିଛନ୍ତି। ସେ ଫୋନ୍ ଯୋଗେ ନେତାଙ୍କ ସହ କଥାବାର୍ତ୍ତା କରି ସତର୍କ କରାଇଛନ୍ତି। ମଲ୍ଲିକାର୍ଜୁନ କହିଛନ୍ତି ଯେ ଯେଉଁମାନେ ରାଜ୍ୟର ଦାୟିତ୍ୱ ଦିଆଯାଇଛି ସେମାନେ ରହିବେ । ଭୋଟ୍ ଗଣନା ସମୟରେ ନଜର ରଖିବେ ।

ଏହାକୁ ଦୃଷ୍ଟିରେ ରଖି କର୍ଣ୍ଣାଟକର ଡେପୁଟି ସିଏମ୍ ଡି.କେ ଶିବକୁମାର ଶନିବାର ଆଚି ହାଇଦ୍ରାବାଦରେ ପହଞ୍ଚିବେ। ରଣଦୀପ ସୁରେଜୱାଲା ଭୋପାଳରେ ଉପସ୍ଥିତ ଅଛନ୍ତି। ରାଜସ୍ଥାନ, ଛତିଶଗଡ, ମଧ୍ୟପ୍ରଦେଶ ଏବଂ ତେଲେଙ୍ଗାନାରେ ଅନୁଷ୍ଠିତ ବିଧାନସଭା ନିର୍ବାଚନର ଫଳାଫଳ ରବିବାର (୩ ଡିସେମ୍ବର) ଘୋଷଣା କରାଯିବ। ମିଜୋରାମରେ ଅନୁଷ୍ଠିତ ନିର୍ବାଚନର ଫଳାଫଳ ସୋମବାର (ଡିସେମ୍ବର ୪) ରେ ଆସିବ। ସେପଟେ କଂଗ୍ରେସ ଏବଂ ଅନ୍ୟ ବିରୋଧୀ ଦଳଙ୍କ ଅଭିଯୋଗ ଗଣନା ସମୟରେ ବିଜେପି ଅନିୟମିତତା ସୃଷ୍ଟି କରିବାକୁ ଚେଷ୍ଟା କରୁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’