Masthead

ହୁଲୁରିସିଂହା ଛକ ନିକଟରେ ସଡକ ଦୁର୍ଘଟଣା

ଅନୁଗୋଳ (ବଡ଼ ଖବର ବ୍ୟୁରୋ): ଅନୁଗୋଳ ଟାଉନ ଥାନା ଅନ୍ତର୍ଗତ ହୁଲୁରିସିଂହା ଛକ ନିକଟରେ ସଡକ ଦୁର୍ଘଟଣା । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଛି । ମୃତବ୍ୟକ୍ତି ଜଣଙ୍କ ହେଲେ ବଅଁରପାଳ ବ୍ଲକ ସାନ୍ତରାପୁର ଗ୍ରାମର ଶ୍ରୀଧର ମହାଳିକ । ଶ୍ରୀଧର ପଞ୍ଚମହଲା ଅଞ୍ଚଳରେ କାର୍ଯ୍ୟ କରି ଘରକୁ ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ହିଁ ଶ୍ରୀଧରଙ୍କର ମୃତ୍ୟୁ ହୋଇଛି। ଦୁର୍ଘଟଣା କିଭଳି ଘଟିଲା ପୋଲିସ ଏହାର ତଦନ୍ତ ଆରମ୍ଭ କରିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା