Masthead

୩ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ):ବ୍ୟାବସାୟୀଙ୍କ ଠାରୁ ୩ଲକ୍ଷ ଲୁଟ । କଳାହାଣ୍ଡି ଜିଲ୍ଲା କେସିଙ୍ଗା ଥାନା ଅନ୍ତର୍ଗତ ତୁଣ୍ଡଲକ୍ଷ ଗ୍ରାମର ବ୍ୟବସାୟୀ ଅଶୋକ କୁମାର ଭୋଇ ତାଙ୍କ ଘର ସାମ୍ନାରୁ ଲୁଟର ଶିକାର ହୋଇଛନ୍ତି । ଦୁଇ ଦୁର୍ବୃତ୍ତ କଳା ପଲସରରେ ଆସି ୩ ଲକ୍ଷ ଟଙ୍କା ଲୁଟ କରିଛନ୍ତି । ଏହି ଘଟଣାରେ କେସିଙ୍ଗା ପୋଲିସ ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା