Masthead

ଯୁବକଙ୍କୁ ଜିଅନ୍ତା ଜାଳିଦେଲେ ଦୁର୍ବୃତ୍ତ, କାରଣ ଖୋଜୁଛି ପୋଲିସ

ଚୌଦ୍ୱାର (ବଡ଼ ଖବର ବ୍ୟୁରୋ): କଟକ ଜିଲ୍ଲା ଚୌଦ୍ଵାର ଅଞ୍ଚଳରେ ଚାଞ୍ଚଲ୍ୟ ଶ୍ମଶାନରେ ଯୁବକଙ୍କୁ ଜିଅନ୍ତା ଜାଳିଦେଲେ ଦୁର୍ବୃତ୍ତ । ଚୌଦ୍ୱାର ବିରାଟ ଗାଦି ନିକଟ ଶ୍ମଶାନରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରିଥିଲା ଚୌଦ୍ଵାର ପୋଲିସ । ଯୁବକଟି କିଭଳି ଏହି ଶ୍ମଶାନ ନିକଟକୁ ଆସିଲା ଏବଂ କେଉଁ କାରଣରୁ ତାକୁ କିଏ ନିଆଁ ଲଗାଇଲା ତାହା ବର୍ତ୍ତମାନ ସୁଦ୍ଧା ଜଣାପଡି ନାହିଁ । ଏନେଇ ପୋଲିସ ଅଧିକ ତଦନ୍ତ ଚଳାଇଛି । ଯୁବକ ଜଣଙ୍କ ଗୋବିନ୍ଦପୁର ଥାନା ଅନ୍ତର୍ଗତ ଡିମିରି ଗ୍ରାମର ନିଶ୍ଚଳ କୁମାର ମହାପାତ୍ର । ଯୁବକଙ୍କର ଚିକିତ୍ସାଧିନ ଅବସ୍ଥାରେ ମେଡିକାଲରେ ମୃତ୍ୟୁ ହୋଇଥିବା ପୋଲିସ ସୂଚନା ଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି