Masthead

ତିନି ରାଜ୍ୟରେ ବିଜୟ ପରେ ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ପ୍ରତିକ୍ରିୟା

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ):ରାଜସ୍ଥାନ, ମଧ୍ୟପ୍ରଦେଶ, ଛତିଶଗଡ଼ ଏବଂ ତେଲେଙ୍ଗାନା ବିଧାନସଭା ନିର୍ବାଚନ ଫଳାଫଳ ଉପରେ ପ୍ରଥମ ପ୍ରତିକ୍ରିୟା ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମାଇକ୍ରୋ ବ୍ଲଗିଂ ସାଇଟ ଏକ୍ସରେ ୩ରାଜ୍ୟର ଜନସାଧାରଣଙ୍କୁ ଧନ୍ୟବାଦ ଦେଇଛନ୍ତି ।

ସେ ଲେଖିଛନ୍ତି “ନମସ୍କାର! ମଧ୍ୟପ୍ରଦେଶ, ରାଜସ୍ଥାନ ଏବଂ ଛତିଶଗଡର ନିର୍ବାଚନ ଫଳାଫଳ ଦର୍ଶାଉଛି ଯେ କେବଳ ଭଲ ଶାସନ ଓ ବିକାଶ ରାଜନୀତିରେ ଭାରତର ଲୋକଙ୍କର ବିଶ୍ୱାସ ଅଛି, ସେଥିପାଇଁ ସେମାନଙ୍କର ବିଶ୍ୱାସ ବିଜେପିରେ ଅଛି।

https://x.com/narendramodi/status/1731268188951003196?s=20

ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ବିଜେପି ଉପରେ ସେମାନଙ୍କର ପ୍ରେମ, ବିଶ୍ୱାସ ଏବଂ ଆଶୀର୍ବାଦ ପ୍ରଦର୍ଶନ କରିଥିବାରୁ ମୁଁ ଏହି ସମସ୍ତ ରାଜ୍ୟର ପରିବାର ସଦସ୍ୟଙ୍କୁ ବିଶେଷ କରି ମା’, ଭଉଣୀ ଓ ଆମର ଯୁବ ଭୋଟରଙ୍କୁ ଧନ୍ୟବାଦ ଜଣାଉଛି। ମୁଁ ଆପଣଙ୍କୁ ବିଶ୍ବାସ ଦେଉଛି କି ଆମେ ତୁମର କଲ୍ୟାଣ ପାଇଁ ନିରନ୍ତର କାର୍ୟ୍ୟ ଜାରି ରଖିବୁ ।”

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା