Masthead

ଏସି ଟନେଲକୁ ନେଇ ବିବାଦ

ପୁରୀ (ବଡ଼ ଖବର ବ୍ୟୁରୋ): କ୍ୟାବିନେଟ ନିଷ୍ପତ୍ତି କାର୍ଯ୍ୟକାରୀ ପାଇଁ ତରତର, କିନ୍ତୁ ହାଇକୋର୍ଟଙ୍କ ନିର୍ଦ୍ଦେଶକୁ କରୁଛନ୍ତି ବେଖାତିର୍ । ବଡଦାଣ୍ଡରେ ଭକ୍ତଙ୍କୁ ଅତ୍ୟାଧୁନିକ ସୁବିଧା ଯୋଗାଇବା ପାଇଁ ସବୁ ନିୟମକାନୁନକୁ ପାଦରେ ଦଳିମକଚି ଦେଇଛନ୍ତି ସରକାର ଓ ଜିଲ୍ଲା ପ୍ରଶାସନ। ମରଚିକୋଟ ଛକରେ ଥିବା ଧର୍ମଜ୍ୟୋତି ଲଜିଂ ଠାରୁ ସ୍ୱତନ୍ତ୍ର ଶୀତତାପ ନିୟନ୍ତ୍ରିତ ଟନେଲରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଭକ୍ତଙ୍କ ସୁବିଧା ଦର୍ଶନ ପାଇଁ ପ୍ରଶାସନ ଆରମ୍ଭ କରିଛି ପ୍ରୟାସ ।

ଯାହାକି ଜାତୀୟ ରାଜପଥ ପ୍ରାଧୀକରଣ ନିୟମର ଓ ଏଏସଆଇ ନିୟମର ଖୋଲାଖୋଲି ଉଲଙ୍ଘନ ହୋଇଛି ବୋଲି ଅଭିଯୋଗ ହୋଇଛି। ସେପଟେ ଭକ୍ତଙ୍କ ସୁବିଧା ଦର୍ଶନକୁ ସେବାୟତ ମହଲରେ ସ୍ୱାଗତ କରାଯାଇଥିବା ବେଳେ ସବୁକିଛି ନିୟମ ମୁତାବକ ହେଉ ବୋଲି ଦାବି ହୋଇଛି। ଅନ୍ୟପଟେ ସ୍ୱତନ୍ତ୍ର ଟନେଲ୍ ବ୍ୟବସ୍ଥା ହେଲେ ଚାରିଦୁଆର କେବେ ବି ଖୋଲିବନି ବୋଲି ମତ ପ୍ରକାଶ ପାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା