Masthead

ବିଦ୍ୟୁତ ଦର ବୃଦ୍ଧି ପ୍ରତିବାଦରେ ବିକ୍ଷୋଭ

ଗୁଣୁପୁର, (ବଡ଼ ଖବର ବ୍ୟୁରୋ): ରାଜ୍ୟ ସରକାରଙ୍କ ବିଦ୍ୟୁତ ଦର ବୃଦ୍ଧିର ପ୍ରତିବାଦ କରି ଆଜି ରାୟଗଡ଼ା ଜିଲ୍ଲା ଗୁଣପୁର ବ୍ଲକ ସିପିଆଇ (ଏମ୍ ଏଲ୍) ପକ୍ଷରୁ ପୁରୁଣା ଗୁଣୁପୁର ବସଷ୍ଟାଣ୍ଡଠାରେ ବିକ୍ଷୋଭ ପ୍ରଦର୍ଶନ ଓ ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି। ଜିଲ୍ଲା ସଭାପତି ତ୍ରିପତି ଗମାଙ୍ଗଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି କାର୍ୟ୍ୟକ୍ରମରେ ବିଦ୍ୟୁତ ଦର ବୃଦ୍ଧିକୁ ଘୋର ନିନ୍ଦା କରାଯାଇଛି। ସରକାର ଏ ଦିଗରେ ତୁରନ୍ତ ପଦକ୍ଷେପ ଗ୍ରହଣ ନ କଲେ ଆଗାମୀ ଦିନରେ ଜନଆନ୍ଦୋଳନ ସୃଷ୍ଟି ହେବ ବୋଲି ଚେତାବନୀ ଦିଆଯାଇଛି। ବିଦ୍ୟୁତ ବିଲ ବଢ଼ିବା ଫଳରେ ଗରିବ ଖଟିଖିଆ ଲୋକେ ବହୁତ ଅସୁବିଧାର ସମ୍ମୁଖୀନ ହେବ ବୋଲି ଏହି ଅବସରରେ ଗମାଙ୍ଗ କହିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସ୍ୱାମୀକୁ ହାଣିଦେଲା ସ୍ତ୍ରୀ 🔴 ଶୀତଳ ଷଷ୍ଠୀ ପାଇଁ ଉତ୍ସବ ମୁଖର ରାଜଧାନୀବାସୀ 🔴 ଆଇସିୟୁରେ ପାକିସ୍ତାନର ଏୟାରବେସ୍ 🔴 ମହାରାଷ୍ଟ୍ର-ମଧ୍ୟପ୍ରଦେଶରେ ମଲ୍ଟି-ଟ୍ରାକିଂ ରେଳ ପ୍ରକଳ୍ପ 🔴 ପୁଣି ମକଡ୍ରିଲ୍, ଏଥର ଏହି ରାଜ୍ୟରେ… 🔴 ଧାନ ଏମଏସପି ୬୯ ଟଙ୍କା ବୃଦ୍ଧି 🔴 ସିନ୍ଦୂର ଲୋଗୋର ନିର୍ମାତା କିଏ? 🔴 ବାହାରିନରେ ଓଡ଼ିଆ ପାଳିଲେ ସାବିତ୍ରୀ ବ୍ରତ 🔴 ଜାମୁକୋଳି, ପାଇଖାନା ଗପ..ଏବେ ବୋଥ୍ରାଙ୍କ ମୁହଁରେ ଗୀତା 🔴 ରୋଲର କୋଷ୍ଟରରେ ଫସିଗଲେ ୩୦ଯାତ୍ରୀ 🔴 ସ୍ୱାମୀକୁ ହାଣିଦେଲା ସ୍ତ୍ରୀ 🔴 ଶୀତଳ ଷଷ୍ଠୀ ପାଇଁ ଉତ୍ସବ ମୁଖର ରାଜଧାନୀବାସୀ 🔴 ଆଇସିୟୁରେ ପାକିସ୍ତାନର ଏୟାରବେସ୍ 🔴 ମହାରାଷ୍ଟ୍ର-ମଧ୍ୟପ୍ରଦେଶରେ ମଲ୍ଟି-ଟ୍ରାକିଂ ରେଳ ପ୍ରକଳ୍ପ 🔴 ପୁଣି ମକଡ୍ରିଲ୍, ଏଥର ଏହି ରାଜ୍ୟରେ… 🔴 ଧାନ ଏମଏସପି ୬୯ ଟଙ୍କା ବୃଦ୍ଧି 🔴 ସିନ୍ଦୂର ଲୋଗୋର ନିର୍ମାତା କିଏ? 🔴 ବାହାରିନରେ ଓଡ଼ିଆ ପାଳିଲେ ସାବିତ୍ରୀ ବ୍ରତ 🔴 ଜାମୁକୋଳି, ପାଇଖାନା ଗପ..ଏବେ ବୋଥ୍ରାଙ୍କ ମୁହଁରେ ଗୀତା 🔴 ରୋଲର କୋଷ୍ଟରରେ ଫସିଗଲେ ୩୦ଯାତ୍ରୀ