Masthead

ଜିଲ୍ଲା ମାନ୍ୟତା ଦାବି, ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ

ବଙ୍ଗମୁଣ୍ଡା (ବଡ଼ ଖବର ବ୍ୟୁରୋ): କଣ୍ଟାବାଞ୍ଜିକୁ ଜିଲ୍ଲା ମାନ୍ୟତା ଦାବିରେ ବନ୍ଦ ଡାକରା । ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି କଣ୍ଟାବାଞ୍ଜି ଜିଲ୍ଲା ସଂଘର୍ଷ ସମିତି । ଜିଲ୍ଲାର ମାନ୍ୟତା ଦାବିକୁ ସମର୍ଥନ ଜଣାଇ ବିଭିନ୍ନ ସଂଗଠନ ବନ୍ଦରେ ସାମିଲ ହୋଇଛନ୍ତି। ଦୋକାନ ବଜାର ବନ୍ଦ ରହିଛି । ଦୀର୍ଘ ୩୦ ବର୍ଷ ଧରି କଣ୍ଟାବାଞ୍ଜିକୁ ଜିଲ୍ଲା ମାନ୍ୟତା ପାଇଁ ଦାବି ହୋଇ ଆସୁଛି । ଜିଲ୍ଲା ମାନ୍ୟତା ଦାବି ତୀବ୍ରତର ହେବାରେ ଲାଗିଛି । ବନ୍ଦ ଯୋଗୁଁ ଶିକ୍ଷାନୁଷ୍ଠାନ, ସରକାରୀ, ବେସରକାରୀ କାର୍ଯ୍ୟାଳୟ ସହିତ ଦୋକାନ ବଜାର , ବନ୍ଦ ରହିଛି । ଯାନବାହାନ ଚଳାଚଳ ସ୍ୱଭାବିକ ରହିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ