Masthead

ଆଜି ପ୍ରଥମାଷ୍ଟମୀ, ପୁରପଲ୍ଲୀରେ ଉତ୍ସାହର ମାହୋଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ଆଜି ପ୍ରଥମାଷ୍ଟମୀ । ଶ୍ରୀମନ୍ଦିରରେ ପୋଢୁଆଁ ହେବେ ବଡ଼ ଠାକୁର ବଳଭଦ୍ର । ଏନେଇ ଶ୍ରୀଜିଉଙ୍କ ମାମୁଘର ନିଆଳିରୁ ଶ୍ରୀମନ୍ଦିରକୁ ଆସିଛି ପୋଢୁଆଁ ଭାର। ପ୍ରଥମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ହେଉଛି ସ୍ୱତନ୍ତ୍ର ନୀତି। ମାର୍ଗଶିର ମାସର ପ୍ରଥମ ତିଥି ବା ପ୍ରଥମ ଅଷ୍ଟମୀକୁ ପ୍ରଥମାଷ୍ଟମୀ କୁହାଯାଏ । ଏହି ଦିନ ଘରର ପ୍ରଥମ ସନ୍ତାନଙ୍କୁ ପୂଜା କରିବା ସହ ଆଦର କରାଯାଇଥାଏ । ପ୍ରଥମ ସନ୍ତାନକୁ ଚନ୍ଦନ ସିନ୍ଦୁର ଲଗାଇ ତାଙ୍କୁ ନୂଆ ବସ୍ତ୍ର ପିନ୍ଧାଇ ବନ୍ଦାପନା କରାଯାଏ । ଏହି ବର୍ଷ ଆସିଥିବା ପ୍ରଥମ ଚାଉଳରେ ଏଣ୍ଡୁରି, କାକରା, ଖେଚେଡ଼ି କରାଯାଇ ମା’ଲକ୍ଷ୍ମୀଙ୍କୁ ଭୋଗ ଲଗାଯାଏ । ମା’ମାନେ ବଡ଼ ପୁଅ ଝିଅର ଦୀର୍ଘାୟୁ ମନାସି ଘରେ ଦେବିଙ୍କ ପୂଜା କରିଥାନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ