Masthead

ଜଗତସିଂହପୁର ବନ୍ଦ ପାଇଁ ସାମ୍ବାଦିକ ସମ୍ମିଳନୀ

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ):ଜଗତସିଂହପୁର ବନ୍ଦ ପାଇଁ ସାମ୍ବାଦିକ ସମ୍ମିଳନୀ । ଜଗତସିଂହପୁରରେ ମେଡିକାଲ କଲେଜ ପ୍ରତିଷ୍ଠା କରିବା, ପଲ୍ଲୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଜଗତସିଂହପୁରରୁ କଟକ ଜିଲ୍ଲାକୁ ସ୍ଥାନାନ୍ତରିତ ବନ୍ଦ କରିବା ଓ ଜଗତସିଂହପୁର ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ସିଟି ହସ୍ପିଟାଲ ଘୋଷଣା କରିବା । ସିଟି ହସ୍ପିଟାଲର ଶଯ୍ୟା ସଂଖ୍ୟା ୫୦୦କୁ ବୃଦ୍ଧି କରିବା ଦାବିରେ ଜଗତସିଂହପୁର ବନ୍ଦ ଡାକରା ଦିଆଯାଇଛି । ଆସନ୍ତା ଡିସେମ୍ବର ୭ ତାରିଖ ଗୁରୁବାର ଦିନ ଜିଲ୍ଲା ସ୍ୱାସ୍ଥ୍ୟ ସୁରକ୍ଷା ଅଭିଯାନ ପକ୍ଷରୁ ସକାଳ ୫ ଟାରୁ ଅପରାହ୍ନ ୪ଟା ପର୍ୟ୍ୟନ୍ତ ଜଗତସିଂହପୁର ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି। ଜିଲ୍ଲା ସ୍ୱାସ୍ଥ୍ୟ ସୁରକ୍ଷା ଅଭିଯାନ ପକ୍ଷରୁ ସ୍ଥାନୀୟ ସଦର ମହକୁମାଠାରେ ଏକ ସାମ୍ବାଦିକ ସମ୍ମିଳନୀ କରାଯାଇଛି । ଏହି ସାମ୍ବାଦିକ ସମ୍ମିଳନୀରେ ଆସନ୍ତା ୭ ତାରିଖ ଦିନ ସମସ୍ତେ ଏହି ବନ୍ଦ ପାଳନରେ ସହଯୋଗ କରିବା ପାଇଁ ନିବେଦନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ୍ 🔴 ସ୍କୁଲରେ ମାରପିଟ୍, ୩ଶିକ୍ଷକ ନିଲମ୍ବିତ 🔴 ୨୧ରେ ପୁଣି ଭାରତ ପାକିସ୍ତାନ ମୁକାବିଲା 🔴 ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ 🔴 ମାଆକୁ ଟାଙ୍ଗିଆ ରେ ହାଣି ହତ୍ୟା କଲା ପୁଅ 🔴 ରାଜଧାନୀରୁ ନିଖୋଜ, ଘଟଗାଁରୁ ମିଳିଲା ମୃତଦେହ! 🔴 ଦେବଭୂମିରେ ପୁଣି ଜଳପ୍ରଳୟ, ୧୩ ମୃତ 🔴 ଶ୍ରୀମୟୀଙ୍କ ନିଶାନାରେ ପାଣ୍ଡିଆନ 🔴 ଉତ୍ତରାଖଣ୍ଡରେ ପ୍ରକୃତିର ତାଣ୍ଡବ 🔴 ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ସର୍ବଦଳୀୟ ବୈଠକ 🔴 ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ୍ 🔴 ସ୍କୁଲରେ ମାରପିଟ୍, ୩ଶିକ୍ଷକ ନିଲମ୍ବିତ 🔴 ୨୧ରେ ପୁଣି ଭାରତ ପାକିସ୍ତାନ ମୁକାବିଲା 🔴 ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ 🔴 ମାଆକୁ ଟାଙ୍ଗିଆ ରେ ହାଣି ହତ୍ୟା କଲା ପୁଅ 🔴 ରାଜଧାନୀରୁ ନିଖୋଜ, ଘଟଗାଁରୁ ମିଳିଲା ମୃତଦେହ! 🔴 ଦେବଭୂମିରେ ପୁଣି ଜଳପ୍ରଳୟ, ୧୩ ମୃତ 🔴 ଶ୍ରୀମୟୀଙ୍କ ନିଶାନାରେ ପାଣ୍ଡିଆନ 🔴 ଉତ୍ତରାଖଣ୍ଡରେ ପ୍ରକୃତିର ତାଣ୍ଡବ 🔴 ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ସର୍ବଦଳୀୟ ବୈଠକ