Masthead

ପୁଣି ଚର୍ଚ୍ଚାରେ ବାହାନଗା ରେଳ ଷ୍ଟେସନ, ଦୁର୍ଘଟଣାଗ୍ରସ୍ଥ ଟ୍ରେନ ବଗି କାଟିବାକୁ ଆସି ଶ୍ରମିକ ନିଖୋଜ

ସୋର(ବଡ଼ ଖବର ବ୍ୟୁରୋ): ବାହାନଗା ଷ୍ଟେସନରୁ ଶ୍ରମିକ ନିଖୋଜ । ଟ୍ରେନ ଦୁର୍ଘଟଣା ପରେ ବଗି ଗୁଡିକ କାଟିବା ପାଇଁ ଆସିଥିବା ଜଣେ ଶ୍ରମିକ ଘଟଣା ସ୍ଥଳରୁ ନିଖୋଜ ହୋଇଯାଇଥିବା ଅଭିଯୋଗ ଆସିଛି। ଗତ ଅକ୍ଟୋବର ୨୮ତାରିଖରେ ରେଳଡ଼ବା କାଟିବା ପାଇଁ ବିହାର ମୁଙ୍ଗେର ଜିଲ୍ଲା ରତନପୁର ଗାଁର ସଦନନ୍ଦ ଗୁପ୍ତାଙ୍କ ବଡ଼ ପୁଅ ଅଜୟ ଗୁପ୍ତା,ସାନପୁଅ ବିଟୋ ଗୁପ୍ତା ବାହାନଗା ଆସିଥିଲେ। ଗତ ୮ ତାରିଖରୁ ବଡ଼ ଭାଇ ଅଜୟ ସାନ ଭାଇ ବିଟୋକୁ ଆଉ ପାଇ ନଥିଲେ । ବିଟୋଙ୍କୁ ଖୋଜିବା ପାଇଁ ଵଡ଼ଭାଇ ଅଜୟ ଵାହାନଗା ଅଞ୍ଚଳର କ୍ଷୀରୋଦ କୁମାର ମଲ୍ଲିକଙ୍କ ସହାୟତାରେ ଯାଜପୁର,ଭଦ୍ରକ,ରାଣୀତାଲ, ମାର୍କୋଣା, ସୋର, ବାଲେଶ୍ଵର ଷ୍ଟେସନ ସହିତ ଵିଭିନ୍ନ ସ୍ଥାନ ଖୋଜାଖୋଜି କରିଥିଲେ ମଧ୍ୟ ଆଜି ପର୍ୟ୍ୟନ୍ତ ତାଙ୍କର ସନ୍ଧାନ ମିଳିପାରି ନାହିଁ । ଵଡ଼ଭାଇ ଅଜୟ ଏଵିଷୟରେ କମ୍ପାନୀ ଓ ରେଳ ବିଭାଗକୁ ଜଣାଇଛନ୍ତି । ନିଖୋଜ ଵିଟୁକୁ ନପାଇବା ଦୁଃଖରେ ଭାଙ୍ଗି ପଡିଛନ୍ତି ଵଡ଼ଭାଇ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି