Masthead

ଘରେ ପଶି ମହିଳାଙ୍କୁ ଗୁଳିମାଡ଼

ବାଲେଶ୍ୱର  (ବଡ଼ ଖବର ବ୍ୟୁରୋ):ମହିଳାଙ୍କୁ ଗୁଳିମାଡ଼ । ବିଳମ୍ବିତ ରାତିରେ ମହିଳା ଜଣଙ୍କ ଘରେ ଶୋଇଥିବା ସମୟରେ ଦୁ‍ର୍ବୃତ୍ତଙ୍କ ଗୁଳିମାଡ଼ ହୋଇଛି । ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ବରହମପୁର ଥାନା ଅନ୍ତର୍ଗତ ରାଇପାଳ ଗାଁରେ। ମହିଳା ଜଣଙ୍କ ହେଲେ ଲକ୍ଷ୍ମୀ ମୁର୍ମୁ। ତାଙ୍କ ଦେହରେ ୩ଟି ଗୁଳି ବାଜିଛି। ଗୁରୁତର ମହିଳାଙ୍କୁ ପ୍ରଥମେ ବାଲେଶ୍ବର ପରେ ଅବସ୍ଥା ଅଧିକ ଗୁରୁତର ହେବାରୁ କଟକ ସ୍ଥାନାନ୍ତର କରାଯାଇଛି । ଗୁଳିମାଡ଼ର କାରଣ ଅସ୍ପଷ୍ଟ । କେଉଁ କାରଣ ପାଇଁ ଦୁର୍ବୃତ୍ତ ମାନେ ଗୁଳି ମାଡ଼ କରିଛନ୍ତି , ପୋଲିସ ଏହାର ତଦନ୍ତ କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ