Masthead

ମହାନଦୀରେ ଫଶିଲା ଡଙ୍ଗା, ଥିଲେ ୨୫ରୁ ଅଧିକ ଯାତ୍ରୀ

ପାରାଦୀପ (ବଡ଼ ଖବର ବ୍ୟୁରୋ): ମହାନଦୀରେ ଫଶିଲା ଡଙ୍ଗା । ମହାନଦୀରେ କେନ୍ଦ୍ରାପଡାରୁ ପାରାଦୀପ ଆସୁଥିବା ଏକ ଡଙ୍ଗା ମଝି ନଦୀରେ ପାଖାପାଖି ୨ ଘଣ୍ଟା ଫଶି ରହିଥିଲା। ଡଙ୍ଗାର ଇଞ୍ଜିନ ଖରାପ ହେବାରୁ ବିପଦ ଜନକ ଭାବେ ଫସି ରହିଥିଲେ ୨୫ ରୁ ଉର୍ଦ୍ଧ୍ବ ଯାତ୍ରୀ । ଡଙ୍ଗାରେ ୧୫ ରୁ ଉର୍ଦ୍ଧ୍ବ ବାଇକ ମଧ୍ୟ ଥିଲା। ଆବଶ୍ୟକତା ଠାରୁ ଅଧିକ ଲୋକ ଓ ବାଇକ ରହିଥିବାରୁ ଅନେକ ସମୟ ଧରି ଭୟରେ ସ୍ଥିର ହୋଇ ବସି ରହିଥିଲେ ଯାତ୍ରୀ । ଅନ୍ୟ ଏକ ଡଙ୍ଗା ସାହାଯ୍ୟରେ ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରାଯାଇଛି । ତେବେ ଡଙ୍ଗାରେ କୌଣସି ଲାଇଫ ସପୋର୍ଟ ସାମଗ୍ରୀ ନଥିବା ବେଳେ ଡଙ୍ଗାର କାପାସିଟି ଠାରୁ ଅଧିକ ଲୋକ ରହିବା ଯୋଗୁଁ ଏପରି ଘଟଣା ଘଟିଥିବା ଅନୁମାନ କରାଯାଉଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ