Masthead

ଚାଷୀ ପରିବାରରୁ ଆସି ଆଇପିଏସ, ସାଂସଦ, ବିଧାୟକ ଓ ବର୍ତ୍ତମାନ ରାଜ୍ୟର ମୁଖ୍ୟମନ୍ତ୍ରୀ ହେବାର ଯାତ୍ରା

ମିଜୋରାମ (ବଡ଼ ଖବର ବ୍ୟୁରୋ): ସୁରକ୍ଷା କର୍ମୀରୁ ସରକାରର ସଫର । ଦିନେ ଥିଲେ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ସୁରକ୍ଷା ଦାୟିତ୍ୱରେ । ପ୍ରଥମେ ସାଂସଦ ଓ ପରେ ବିଧାୟକ, ଆଉ ଏବେ ସେ ମିଜୋରାମର ମୁଖ୍ୟମନ୍ତ୍ରୀ । ମୁଣ୍ଡ ଉପରେ ରାଜ୍ୟଭାର । ହେଲେ ତାଙ୍କର ଏହି ଯାତ୍ରା ଏତେ ସହଜ ନଥିଲା । ଦୀର୍ଘ ୩୦ ବର୍ଷର ଅପେକ୍ଷା ପରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ଜେଡପିଏମ ମୁଖ୍ୟ ଥିଲେ ଲାଲଡୁହୋମା। ମିଜୋରାମରେ ମୁଖ୍ୟମନ୍ତ୍ରୀ ମୁକୁଟ ଏବେ ତାଙ୍କ ମୁଣ୍ଡରେ ।  ତେବେ ଏକ ଚାଷୀ ପରିବାରରୁ ଆସି ଆଇପିଏସ, ସାଂସଦ, ବିଧାୟକ ଓ ବର୍ତ୍ତମାନ ରାଜ୍ୟର ମୁଖ୍ୟମନ୍ତ୍ରୀ ହେବାର ଯାତ୍ରା କିପରି ଥିଲା ପୂରା କାହାଣୀ ଜାଣିବା ପାଇଁ ଦେଖନ୍ତୁ ବଡ଼ ଖବର…

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼