Masthead

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସୋରଡା(ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଜିଲ୍ଲାର ଭଞ୍ଜନଗର ଥାନା ମୁଜାଗଡ ଗ୍ରାମର ଜଙ୍ଗଲ ନିକଟରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତକ ଜଣଙ୍କ ମୁଜାଗଡ ଗ୍ରାମର ରବିନ୍ଦ୍ର ବେହେରା । ତାଙ୍କ ବୟସ ପାଖାପାଖି ୩୫ ହେବ । ରବିନ୍ଦ୍ର ଗତକାଲି ଗ୍ରାମରେ ଥିଲେ କିନ୍ତୁ ଆଜି ଜଙ୍ଗଲ ମଧ୍ୟରେ ଏକ ଗଛରୁ ଝୁଲନ୍ତା ଅବସ୍ଥାରେ ତାଙ୍କ ମୃତଦେହ ମିଳିଛି ।ତେବେ ଏହା ହତ୍ୟା କି ଆତ୍ମହତ୍ୟା ତାହା ସ୍ପଷ୍ଟ ହୋଇନଥିବା ବେଳେ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି