Masthead

ଆଜିଠୁ ତେଲେଙ୍ଗାନାରେ ରେଭନ୍ତ ରାଜ, ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ତେଲେଙ୍ଗାନାରେ ଆଜିଠୁ ଆରମ୍ଭ ହେଲା ରେଭନ୍ତ ରାଜ୍ । ତେଲେଙ୍ଗାନାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ପାଠ କରିଛନ୍ତି ରେଭନ୍ତ ରେଡ୍ଡୀ । ହାଇଦ୍ରାବାଦର ଏଲବି ଷ୍ଟାଡିୟମରେ ଏହି ଭବ୍ୟ କାର୍ଯ୍ୟକ୍ରମର ଆୟୋଜନ ହୋଇଛି । ତେବେ ଏହି କାର୍ଯ୍ୟକ୍ରମରେ ତେଲେଙ୍ଗାନାର ରାଜ୍ୟପାଳ ରେଭନ୍ତଙ୍କୁ ଶପଥ ପାଠ କରାଇଥିବାବେଳେ, ଏହି କାର୍ଯ୍ୟକ୍ରମରେ ମଲ୍ଲିକାର୍ଜୁନଙ୍କ ଖଡଗେଙ୍କ ସମେତ ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀଙ୍କ ସହିତ ତମାମ କଂଗ୍ରେସ ନେତା ଉପସ୍ଥିତ ରହିଥିଲେ ।

ସେହିପରି ତେଲେଙ୍ଗାନାର ଉପମୁଖ୍ୟମନ୍ତ୍ରୀ ଭାବେ ଭଟ୍ଟି ବିକ୍ରମାର୍କା ମଧ୍ୟ ଶପଥ ନେଇଛନ୍ତି। ରେଭନ୍ତ ରେଡ୍ଡୀଙ୍କ ସହ ୧୧ ଜଣ ମନ୍ତ୍ରୀଙ୍କୁ ରାଜ୍ୟପାଳ ଶପଥ ପାଠ କରାଇଛନ୍ତି।ରେଭନ୍ତ ରେଡ୍ଡୀ ତେଲେଙ୍ଗାନା ପ୍ରଦେଶ କଂଗ୍ରେସର ସଭାପତି ଥିଲେ । ଆଉ ଏବେ ସେ ରାଜ୍ୟର ଦ୍ୱିତୀୟ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ୨୦୧୩ ମସିହାରେ ତେଲେଙ୍ଗାନା ପ୍ରଦେଶ ଗଠନ ହେବା ପରେ ପ୍ରଥମ ଥର ପାଇଁ ଏଠି କଂଗ୍ରେସ ସତ୍ତା ହାସଲ କରିଛି ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ