ଖାଲି ସୁନ୍ଦର କଲେ ହେବ ନାହିଁ ଐତିହ ଏବଂ ପରମ୍ପରା ବଜାୟ ରଖିବା ସରକାରଙ୍କ କର୍ତ୍ତବ୍ୟ: ସମୀର ମହାନ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟ ସରକାର ସନାତନ ଧର୍ମ ବିରୋଧୀ। ଶଙ୍କରାଚାର୍ଯ୍ୟଙ୍କ କ୍ଷୋଭକୁ ନେଇ ସରକାରଙ୍କୁ ଟାର୍ଗେଟ କଲେ ବିଜେପି ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଟାର୍ଗେଟ। ଶଙ୍କରାଚାର୍ଯ୍ୟଙ୍କ କ୍ଷୋଭକୁ ସରକାର ଓ ପ୍ରଶାସନ ଗୁରୁତର ସହ ନିଅନ୍ତୁ । ଜଗନ୍ନାଥ ସଂସ୍କୃତି ଓ ପ୍ରତିଦିନର ପୂଜା ପଦ୍ଧତିରେ ଅଂଶ ବିଶେଷ ଶଙ୍କରାଚାର୍ଯ୍ୟଙ୍କ ନିର୍ଦ୍ଦେଶରେ ହୋଇଥାଏ।

ଯଦି ରାଜ୍ୟ ସରକାର୍ ଏବଂ ମନ୍ଦିର ପ୍ରଶାସନ ତାଙ୍କୁ ଅଣଦେଖା କରିବେ। ଏହାକୁ ଆମେ ଦୃଢ଼ ନିନ୍ଦା କରୁଛୁ। ଖାଲି ସୁନ୍ଦର କଲେ ହେବ ନାହିଁ ଐତିହ ଏବଂ ପରମ୍ପରା ବଜାୟ ରଖିବା ସରକାରଙ୍କ କର୍ତ୍ତବ୍ୟ। ଶଙ୍କରାଚାର୍ଯ୍ୟଙ୍କ ମନରେ କ୍ଷୋଭ ସମସ୍ତ ଜଗନ୍ନାଥ ପ୍ରେମୀଙ୍କ ମନରେ କଷ୍ଟ ଦେଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’