Masthead

ମଦ ବ୍ୟବସାୟୀଙ୍କ ଠାରୁ ୨୦୦ କୋଟିରୁ ଉର୍ଦ୍ଧ୍ବ ଜବତ, ବିଜେଡ଼ି ନେତାଙ୍କ ସଂପୃକ୍ତି ଅଛିି: ତାରା ପ୍ରସାଦ ବାହିନୀପତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମଦ ବ୍ୟବସାୟୀଙ୍କ ଠାରୁ ୨୦୦ କୋଟି ଜବତ ଘଟଣା, ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି । ଖାଲି ରାଜନୈତିକ ପୃଷ୍ଠ ପୋଷକତାରେ ନୁହେଁ , ସରକାରଙ୍କ ପ୍ରୋତ୍ସାହନରେ ଏହା ଚାଲିଛି ବୋଲି କହିଛନ୍ତି ତାରା । ଆମେ ଏତେ ଟଙ୍କା ଚଉଦ ପୁରୁଷରେ ଦେଖିନୁ । ଏଥିରେ ବିଜେଡ଼ି ନେତାଙ୍କ ସଂପୃକ୍ତି ରହିଥିବା ସେ କହିଛନ୍ତି। ଗୋଟେ ମଦ ବେପାରୀ ଏତେ ଟଙ୍କା କେଉଁଠୁ ଆଣିଲା, ବିହାରୀ ମଦ ବେପାରୀ ହରି ଲୁଟ୍ କରି ଓଡ଼ିଶାକୁ ଖାଉଥିବା ସେ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ