Masthead

ସାଧାରଣ ନାଗରିକଙ୍କ ସୁରକ୍ଷାକୁ ନେଇ ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ସହ ବାଇଡେନ୍‌ଙ୍କ ଆଲୋଚନା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତନ୍ୟାହୁଙ୍କ ସହ ବାଇଡେନ୍‌ଙ୍କ ଆଲୋଚନା । ସାଧାରଣ ନାଗରିକଙ୍କ ସୁରକ୍ଷାକୁ ନେଇ ଉଭୟ ନେତାଙ୍କ ଆଲୋଚନା । ହମାସ ଆତଙ୍କବାଦୀଙ୍କ ଠାରୁ ନାଗରିକଙ୍କୁ ସୁରକ୍ଷା ଉପରେ ଗୁରୁତ୍ବ । ଅଧିକରୁ ଅଧିକ ମାନବୀୟ ସହାୟତା ଯୋଗାଇ ଦିଆଯିବ କହିଲେ ବାଇଡେନ୍ । ୟୁକ୍ରେନ ଏବଂ ଇସ୍ରାଏଲକୁ ନୂତନ ସହାୟତା ଅର୍ଥ ଯୋଗାଇବା ଏବଂ ବେଆଇନ ଭାବେ ଆମେରିକାରେ ପ୍ରବେଶ କରୁଥିବା ଲୋକଙ୍କ ଉପରେ ଦେଶାନ୍ତର ପ୍ରକ୍ରିୟା ବିସ୍ତାର କରିବାକୁ ବାଇଡେନ ପ୍ରଶାସନ ବିଚାର କରୁଛି ବୋଲି ଏକ ସୂତ୍ରରୁ ପ୍ରକାଶ।ହ୍ବାଇଟ୍‌ ହାଉସ ଏବଂ ଆମେରିକା କଂଗ୍ରେସ ଏକ ଚୁକ୍ତିନାମା ସ୍ବାକ୍ଷର କରିବାକୁ ଯାଉଛନ୍ତି। ଯାହା ଇସ୍ରାଏଲ ଏବଂ ୟୁକ୍ରେନକୁ ସାମରିକ ସହାୟତା ଯୋଗାଇବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ