Masthead

ହାତୀ ଆକ୍ରମଣରେ ଦୁଇ ମୃତ

 

ଅନୁଗୋଳ  (ବଡ଼ ଖବର ବ୍ୟୁରୋ): ହାତୀ ଆକ୍ରମଣରେ ଦୁଇ ମୃତ । ଅନୁଗୋଳ ଜିଲ୍ଲା ଶରଧାପୁର ଓ ଛେଳିଆପଡା ଗାଁରୁ ଆସିଛି ଏଭଳି ଦୁଃଖଦ ଘଟଣା । ହାତୀ ଆକ୍ରମଣରେ ୨ ଜଣ ପ୍ରାଣ ହରାଇଛନ୍ତି । ମୃତକ ହେଉଛନ୍ତି ଶରଧାପୁର ଗାଁର ଗୁରୁ ନାଏକ ଏବଂ ଛେଳିଆପଡା ଗାଁର ଅଇଁଠୁ ସାହୁ ।ପୁଣି ହାତୀ ନେଲା ୨ ଜୀବନ । ଅନୁଗୋଳ ଶରଧାପୁର ଓ ଛେଳିଆପଡା ଗାଁରେ ହାତୀ ଭୟ ।କିଛି ଦିନର ବ୍ୟବଧାନ ପରେ ପୁଣି ହାତୀ ଆକ୍ରମଣରେ ଯାଇଛି ୨ ଜୀବନ । ଫଳରେ ହାତୀ ପାଇଁ ଭୟର ବାତାବରଣ ଖେଳିଯାଇଛି । ସେପଟେ ବନବିଭାଗ ଘଟଣାସ୍ଥଳରେ ପହଂଚି ତଦନ୍ତ କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ