Masthead

କ୍ୱାର୍ଟର ଭିତରୁ ଏସଡିଓଙ୍କ ମୃତଦେହ ଉଦ୍ଧାର

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): ସନ୍ଦେହ ଜନକ ଭାବେ କ୍ୱାଟର ଭିତରୁ ମିଳିଲା ଜଳ ସମ୍ପଦ ବିଭାଗର ଏସଡିଓଙ୍କ ମୃତଦେହ । ଏଭଳି ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ ମୁଖିଗୁଡ଼ା ଠାରେ ।

ମୃତ ଏସଡିଓ ରାୟଗଡ଼ା ଜିଲ୍ଲା ପାରଳାଖମୁଣ୍ଡିର ରଞ୍ଜିତ କୁମାର କର୍ଜି ବୋଲି ଜଣାପଡ଼ିଛି । ଘଟଣା ସ୍ଥଳରେ ଜୟପାଟଣା ପୋଲିସ ପହଞ୍ଚି ମୃତ ଦେହ ଉଦ୍ଧାର କରି ତଦନ୍ତ ଜାରି ରଖିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା