Masthead

୬ ଦିନ ଧରି ନିଖୋଜ ଥିଲେ ବ୍ୟକ୍ତି, ଅଖାବସ୍ତାରୁ ମିଳିଲା ଖଣ୍ଡବିଖଣ୍ଡିତ ମୃତଦେହ

ନିଆଳି (ବଡ଼ ଖବର ବ୍ୟୁରୋ):୬ଦିନ ଧରି ନିଖୋଜ ଥିଲେ ବ୍ୟକ୍ତି। ବହୁ ଖୋଜାଖୋଜି କରିଥିଲେ ପରିବାର ଲୋକେ । ଘର ନିକଟ ଯୋରରୁ ଅଖାବସ୍ତା ଭିତରେ ଗୁଡ଼ା ହୋଇଥିବା ମୃତଦେହ ଉଦ୍ଧାର ହୋଇଛି । ତାହା ପୁଣି ଖଣ୍ଡ ବିଖଣ୍ଡିତ ଅବସ୍ଥାରେ । ଏଭଳି ଘଟଣା ଦେଖିବାକୁ ମିଳିଛି କଟକ ଜିଲ୍ଳା କସର୍ଦ୍ଦା ଅଂଚଳରେ । ମୃତକ କସର୍ଦ୍ଦା କବିଚନ୍ଦ୍ରପୁର ଗାଁର ପ୍ରକାଶ ସାହୁ ।୬ ଦିନ ଧରି ନିଖୋଜ ଥିଲେ ପ୍ରକାଶ । ପରିବାର ଲୋକେ ବହୁ ଖୋଜାଖୋଜି କରିବା ପରେ ମଧ୍ୟ ତାଙ୍କର ପତ୍ତା ମିଳିନଥିଲା । ଆଜି ଘର ନିକଟ ଏକ ପାଣି ଯୋରରୁ ପ୍ରକାଶଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଏ ଅଖା ବସ୍ତାରୁ ଉଦ୍ଧାର ହୋଇଛି । ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ସନ୍ଦେହରେ ସ୍ଥାନୀୟ ଅଞ୍ଚଳର ଦୁଇ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ସାଇଣ୍ଟିଫିକ୍ ଟିମ୍ ଓ ନିଆଳି ପୋଲିସ ଘଟଣାର ତଦନ୍ତ କରୁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼