Masthead

ଓଡ଼ିଶାରେ ବିଜେପି ସରକାର ହେବ: ମନମୋହନ ସାମଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦିଲ୍ଲୀରେ କେନ୍ଦ୍ରୀୟ ନେତୃତ୍ଵଙ୍କୁ ଭେଟି ଫେରିବା ପରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ପ୍ରତିକ୍ରିୟା । କହିଛନ୍ତି କେନ୍ଦ୍ରୀୟ ନେତୃତ୍ଵଙ୍କ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଛି । ପୁଣି ଦିଲ୍ଲୀ ଗସ୍ତରେ ଯାଇ କେନ୍ଦ୍ରୀୟ ନେତୃତ୍ଵଙ୍କୁ ଭେଟିବେ ବୋଲି ସୂଚନା ଦେଇଛନ୍ତି ମନମୋହନ । ଗାଁକୁ ଯିବା ପାଇଁ କେନ୍ଦ୍ରୀୟ ନେତୃତ୍ଵଙ୍କ ନିର୍ଦ୍ଦେଶ । ନିଜର ଏବଂ ପାଖ ପଞ୍ଚାୟତ ଯିବାକୁ ଟାସ୍କ ଦେଇଛନ୍ତି କେନ୍ଦ୍ରୀୟ ନେତୃତ୍ୱ ।

୧୨ ଶହ ପାଖାପାଖି ପଞ୍ଚାୟତ ଗସ୍ତ ସାରିଲାଣି । ବାକି ୫୦୦୦ ପଞ୍ଚାୟତ ଗୁଡ଼ିକୁ ଶୀଘ୍ର ଗସ୍ତ କରିବେ ସାଂସଦ, ବିଧାୟକ, ପଦାଧିକାରୀ ଏବଂ କାର୍ଯ୍ୟକର୍ତ୍ତା । ଶୀର୍ଷ ନେତୃତ୍ଵଙ୍କ ଠାରୁ ଆରମ୍ଭ କରି ସାଧାରଣ କାର୍ଯ୍ୟକର୍ତ୍ତା ପର୍ଯର୍୍ୟନ୍ତ ପଞ୍ଚାୟତ ଗସ୍ତରେ ଯିବେ । ତୃଣମୂଳ ସଙ୍ଗଠନ ସୁଦୃଢ଼ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ରୀୟ ନେତୃତ୍ୱ । ଓଡ଼ିଶାରେ ବିଜେପି ସରକାର ହେବ । ଡବଲ ଇଞ୍ଜିନ ସରକାର ଚାହୁଁଛନ୍ତି ଓଡ଼ିଶା ଲୋକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି