Masthead

ବ୍ରିଜତଳୁ ଯୁବକଙ୍କ ମୃତଦେହ ଉଦ୍ଧାର

ରାଉରକେଲା (ବଡ଼ ଖବର ବ୍ୟୁରୋ): ବ୍ରିଜତଳୁ ଯୁବକଙ୍କ ମୃତଦେହ ଉଦ୍ଧାର । ଏଭଳି ଘଟଣା ଦେଖିବାକୁ  ମିଳିଛି ରାଉରକେଲା ସେକ୍ଟର ୧୯ ଅଂଚଳରେ । ସେକ୍ଟର ୧୯ର ଏକ ବ୍ରିଜତଳୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ଏବେ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରି ନଥିବା ବେଳେ ଏହା ହତ୍ୟା କି ଆତ୍ମହତ୍ୟା ତାହା ସନ୍ଦେହ ଘେରରେ । ଘଟଣାସ୍ଥଳରେ ରାଉରକେଲା ପୋଲିସ ପହଂଚି ମୃତଦେହ ଉଦ୍ଧାର କରିବା ସହ ଅଧିକ ତଦନ୍ତ ଜାରି ରଖିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ