Masthead

ଭାଲୁ ଆକ୍ରମଣରେ ଠିକାଦାର ମୃତ

ରାଇଘର (ବଡ଼ ଖବର ବ୍ୟୁରୋ): ଭାଲୁ ଆକ୍ରମଣରେ ଜଣେ ପେଟି ଠିକାଦାରଙ୍କ ମୃତ୍ୟୁ ଘଟିଛି । ତାଙ୍କ ନାଁ ବ୍ରିଜେଶ ଦ୍ଵିବେଦୀ । ତାଙ୍କ ଘର ସମ୍ବନ୍ଧରେ ସ୍ପଷ୍ଟ ସୂଚନା ମିଳିପାରିନାହିଁ । ନବରଙ୍ଗପୁର ଵ୍ଳକ ଭତରାସିଉନି ପଞ୍ଚାୟତ ଦେଇ ଯାଇଥିବା ଭାରତମାଳା ପ୍ରକଳ୍ପର ରାୟପୁର -ବିଶାଖାପାଟଣମ ନିର୍ମାଣଧିନ ଜାତୀୟରାଜପଥରେ ପେଟି ଠିକାଦାର ଭାବେ ନିୟୋଜିତ ଥିଲେ । ରାସ୍ତା ପାର୍ଶ୍ଵରେ ଠିକା କ୍ୟାମ୍ପରେ ଶ୍ରମିକଙ୍କ ସହ ରହୁଥିଲେ। ଆଜି ଭୋରୁ ଶୌଚ ପାଇଁ ଯିବାକୁ ବାହାରିଥିବା ବେଳେ ଭାଲୁ ହାବୁଡ଼ରେ ପଡ଼ିଯାଇଥିଲେ ଠିକାଦାର । ଏଭଳିକି ଭାଲୁ କବଳରୁ ମୁକୁଳିବା ପାଇଁ ଭାଲୁ ସହ ଦୀର୍ଘ ସମୟ ଧରି ଲଢେ଼ଇ କରିଥିଲେ । ଶ୍ରମିକ ଓ ଗାଁ ଲୋକ ଭାଲୁକୁ ଘଉଡେଇଵା ପାଇଁ ଉଦ୍ୟମ କରିଥିଲେ । କିନ୍ତୁ କୌଣସି ସୁଫଳ ମିଳିନଥିଲା ଜଙ୍ଗଲି ଭାଲୁ ଶୀକାରରେ ଠିକାଦାରଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ବନବିଭାଗ କର୍ମଚାରୀ ଓ ପୋଲିସ ପହଞ୍ଚି ଶବ ଜବତ କରି ତଦନ୍ତ ଆରମ୍ଭ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ