Masthead

ଅଯୋଧ୍ୟାରୁ ଆସିଲା ମହାପ୍ରଭୁଙ୍କୁ ନିମନ୍ତ୍ରଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମହାପ୍ରଭୁଙ୍କୁ ନିମନ୍ତ୍ରଣ । ଅଯୋଧ୍ୟାରୁ ଆସିଲା ନିମନ୍ତ୍ରଣ । ଆସନ୍ତା ଜାନୁଆରୀରେ ଅଯୋଧ୍ୟାରେ ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ଉତ୍ସବ ଆୟୋଜିତ ହେବ । ଏଥିପାଇଁ ସାରା ଦେଶରେ ନିମନ୍ତ୍ରଣ ପଠାଯାଉଛି । ଏହି ସମାରୋହ ପାଇଁ ଦେଶ ତଥା ବିଦେଶରୁ ପ୍ରାୟ ୭ ହଜାର ଅତିଥିଙ୍କୁ ନିମନ୍ତ୍ରଣ କରାଯାଇଛି।

ଏଥିପାଇଁ ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟ ପକ୍ଷରୁ ଦେଶବ୍ୟାପୀ ଅକ୍ଷତ କଳସ ଯାତ୍ରା ବାହାରିଛି । ଏହି କ୍ରମରେ ଓଡ଼ିଶାର ଆରାଧ୍ୟ ପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ନିମନ୍ତ୍ରଣ କରାଯାଇଛି । ବିଶ୍ୱ ହିନ୍ଦ ପରିଷଦ ପୁରୀ ଭକ୍ତ ସାଲବେଗ ପୀଠରୁ ଶ୍ରୀମନ୍ଦିର ଅଭିମୁଖେ ଶୋଭାଯାତ୍ରା କରି ମହାପ୍ରଭୁଙ୍କୁ ନିମନ୍ତ୍ରଣ ପତ୍ର ଓ ଚାଉଳ ଗୁଆ ପ୍ରଦାନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି