Masthead

ବିଷ୍ଣୁଦେବ ସାଏ ଛତିଶଗଡ଼ ନୂଆ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବିଷ୍ଣୁଦେବ ସାଏ ହେଲେ ଛତିଶଗଡ଼ ନୂଆ ମୁଖ୍ୟମନ୍ତ୍ରୀ । ବିଜେପି ବିଧାୟକ ଦଳ ବୈଠକରେ ନିଆଗଲା ନିଷ୍ପତ୍ତି । ବୈଠକରେ ବିଷ୍ଣୁଦେବ ସାଏଙ୍କ ନାଁ ଉପରେ ସହମତ ପ୍ରକାଶ କରିଥିଲେ ସମସ୍ତ ବିଧାୟକ । ନିର୍ବାଚନ ଫଳାଫଳ ବାହାରିବାର ୮ ଦିନ ପରେ ବିଜେପି କେନ୍ଦ୍ରୀୟ ନେତୃତ୍ୱ ବିଷ୍ଣୁଦେବଙ୍କ ନାମ ଘୋଷଣା କରିଛନ୍ତି । ବିଶେଷ ଭାବେ ଛତିଶଗଡ ମୁଖ୍ୟମନ୍ତ୍ରୀ ଦୌଡରେ ପୂର୍ବତନ ମୁଖ୍ୟମନ୍ତ୍ରୀ ରମଣ ସିଂ ଓ ଆଦିବାସୀ ନେତ୍ରୀ ରେଣୁକା ସିଂଙ୍କ ନାମ ଚର୍ଚ୍ଚା ହେଉଥିବା ବେଳେ ବିଜେପି ବିଷ୍ଣୁଦେବଙ୍କ ମୁଣ୍ଡରେ ସୁନା କଳସ ଢାଳିଛି । ୩ ରାଜ୍ୟ ପାଇଁ ମୁଖ୍ୟମନ୍ତ୍ରୀ ବାଛିବା ପାଇଁ ବିଜେପି ପର୍ଯ୍ୟବେକ୍ଷକ ନିୟୋଜିତ କରିଥିଲା । ତେବେ ଆଜି ଛତିଶଗଡ଼ ମୁଖ୍ୟମନ୍ତ୍ରୀ ନାଁ ଘୋଷଣା ହୋଇଥିବା ବେଳେ ଖୁବଶୀଘ୍ର ହେବ ରାଜସ୍ଥାନ, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା