Masthead

ଆଜି ସୁପ୍ରିମକୋର୍ଟରେ ୩୭୦ ରାୟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):ଆଜି ସୁପ୍ରିମକୋର୍ଟରେ ୩୭୦ ରାୟ । ରାୟ ଶୁଣାଇବେ ସୁପ୍ରିମକୋର୍ଟଙ୍କ ୫ ଜଣିଆ ଖଣ୍ଡପୀଠ । କେନ୍ଦ୍ର ସରକାରଙ୍କ ଦ୍ବାରା ଉଚ୍ଛେଦ ଆଇନର ବୈଧତା ନେଇ ଆସିବ ରାୟ । ଏନସି, ପିଡିବି ସମେତ ଏକାଧିକ ପକ୍ଷ ପିଟିସନ ଦାଖଲ କରିଥିଲେ । ୩୭୦ ଉଚ୍ଛେଦ ଓ ୨ଟି କେନ୍ଦ୍ରଶାସିତ ଅଞ୍ଚଳ ଗଠନକୁ ଚ୍ୟାଲେଞ୍ଜ ହୋଇଛି । ୨୦୧୯ରେ ଜାମ୍ମୁ କାଶ୍ମୀରରୁ ଧାରା ୩୭୦ ହଟାଇବା ଏବଂ ରାଜ୍ୟକୁ ଦୁଇଟି କେନ୍ଦ୍ର ଶାସିତ ଅଂଚଳରେ ପରିଣତ କରାଯାଇଥିଲା । ୧୬ ଦିନର ଶୁଣାଣି ପରେ ସୁପ୍ରିମକୋର୍ଟ ଚଳିତ ବର୍ଷ ସେପ୍ଟେମ୍ବର ୫ ତାରିଖରେ ରାୟ ସଂରକ୍ଷିତ ରଖିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି