Masthead

କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିକୁ କାଏମ ରଖିଲେ ସୁପ୍ରିମକୋର୍ଟ

ଜାମ୍ମୁ କାଶ୍ମୀର (ବଡ଼ ଖବର ବ୍ୟୁରୋ): ଜାମ୍ମୁ କାଶ୍ମୀରରେ ‘୩୭୦’ ଉଚ୍ଛେଦକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ । ‘୩୭୦’ ଉଚ୍ଛେଦକୁ ବୈଧ କହିଲେ ସୁପ୍ରିମକୋର୍ଟ । କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିକୁ କାଏମ ରଖିଲେ ସୁପ୍ରିମକୋର୍ଟ । ଧାରା ୩୭୦ ସମ୍ପୂର୍ଣ୍ଣ ଭାବେ ଏକ ଅସ୍ଥାୟୀ ବ୍ୟବସ୍ଥା ଥିଲା । ଭାରତରେ ମିଶ୍ରଣ ପରେ ଆଉ ସ୍ବତନ୍ତ୍ର ମାନ୍ୟତା ବଜାୟ ରଖିପାରିବନି । ସମ୍ବିଧାନର ସବୁ ଅନୁଚ୍ଛେଦ ଜାମ୍ମୁ କାଶ୍ମୀର ପାଇଁ ଲାଗୁ ହୋଇପାରିବ । ଧାରା ୩୭୦ କେବଳ ଭାରତରେ ମିଶ୍ରଣ ପାଇଁ ଉଦ୍ଦିଷ୍ଟ ଥିଲା । ରାୟକୁ ନେଇ ୫ ଜଣିଆ ଖଣ୍ଡପୀଠରେ ସହମତି ସୂଚନା । ଧାରା ୩୭୦ ସଂପୂର୍ଣ୍ଣ ଭାବେ ଏକ ଅସ୍ଥାୟୀ ବ୍ୟବସ୍ଥା ଥିଲା । ଭାରତରେ ମିଶ୍ରଣ ପରେ ଆଉ ସ୍ବତନ୍ତ୍ର ମାନ୍ୟତା ବଜାୟ ରଖିପାରିବନି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା