Masthead

୧୦ ଦଫା ଦାବି ନେଇ ଶ୍ରମିକଙ୍କ ଧାରଣା, ଉଠାଇନେଲା ପୋଲିସ

ପାରାଦୀପ (ବଡ଼ ଖବର ବ୍ୟୁରୋ):ପାରାଦୀପରେ ୧୦ ଦଫା ଦାବିନେଇ ଧାରଣାରେ ବସିଥିବା ଶ୍ରମିକଙ୍କୁ ଉଠାଇନେଲା ପୋଲିସ । ସଭାପତି ସମେତ ୪ ଜଣ କର୍ମକର୍ତ୍ତାଙ୍କୁ ରବିବାର ଉଠାଇ ନେଇଛି ପୋଲିସ । ଦରମା ବୃଦ୍ଧି, ଛଟେଇ ଶ୍ରମିକଙ୍କୁ ପୂର୍ଣ୍ଣ ନିଯୁକ୍ତି ଆଦି ୧୦ ଦଫା ଦାବିକୁ ନେଇ ଧାରଣା ଦେଇଥିଲେ ଶ୍ରମିକ। ପିଆଇସିଟି ବର୍ଥ ସମ୍ମୁଖରେ ଗୋଟିଏ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ। ଗତ ୨୨ ତାରିଖରେ ପିଆଇସିଟି ବର୍ଥ ସମ୍ମୁଖରେ ଧାରଣା ଦେଇଥିଲେ ଶ୍ରମିକ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା