Masthead

ଜଳିଗଲା ଲକ୍ଷାଧିକ ଟଙ୍କାର ଧାନ

ସୋର (ବଡ଼ ଖବର ବ୍ୟୁରୋ):ଜଳି ଗଲା ଧାନ ବଦାଡି । ସର୍ବସ୍ୱ ହରାଇଲା ଚାଷୀ । ମେସିନରେ ଧାନ ଅମଳକୁ ନେଇ ଘଟିଲା ଅଘଟଣ। ଜଳି ପାଉଁଶ ହୋଇଗଲା ୫ ଏକର ଜମିର ଧାନ । ଏଭଳି ଘଟଣା ଦେଖିବାକୁ ମିଳିଛି ମଇତାପୁର ଅଞ୍ଚଳରେ। ସୂଚନା ଅନୁଯାୟୀ ସିମୁଳିଆ ବ୍ଲକ୍ ମଇତାପୁର ଅଞ୍ଚଳର ସୁବାଷ ବାରିକଙ୍କ ଖଳାରେ ମେସିନ ସାହାଯ୍ୟ ଧାନ ପିଟୁ ଥିବା ବେଳେ ହଠାତ ଅଗ୍ନିକାଣ୍ଡ ଘଟିଥିଲା। ସ୍ଥାନୀୟ ଲୋକେ ବହୁ ଚେଷ୍ଟା କରି ବିଫଳ ହୋଇଥିଲେ । ନିଆଁ ଲିଭାଇବା ପାଇଁ ଭଦ୍ରକ ଦମକଳ ବାହିନୀଙ୍କୁ ଖବର ଦିଆଯାଇଥିଲା। ଭଦ୍ରକ ଦମକଳ ବାହିନୀ ନିଆଁକୁ ଆୟତ୍ତ କରିଥିଲେ। ସୁବାଷ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରି ବସୁମତୀ ଧାନ ଚାଷ କରିଥିବା ବେଳେ ଅମଳ ସମୟରେ ନିଆଁ ଲାଗି ସବୁ କିଛି ଛାରଖାର ହୋଇଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ