Masthead

ଧୀରଜ ସାହୁଙ୍କ କୁଶପୁତ୍ତଳିକା ଦାହ

ବୌଦ୍ଧ (ବଡ଼ ଖବର ବ୍ୟୁରୋ): ମଦ ବ୍ୟବସାୟୀଙ୍କ ଠାରୁ ୩୪୮ କୋଟି ଜବତ ଘଟଣା । ଛତିଶଗଡ଼ ଏମପି ଧୀରଜ ସାହୁଙ୍କ ଘରେ ଆଇଟି ରେଡ ହୋଇ ବିପୁଳ ପରିମାଣର ଟଙ୍କା ଜବତ ହୋଇଛି । କଂଗ୍ରେସର ଏମପି ଥିବା ଧୀରଜ ସାହୁଙ୍କ ଘରୁ ୩୦୦ କୋଟିରୁ ଉର୍ଦ୍ଧ୍ବ ଟଙ୍କା ଜବତ ହେବା ଘଟଣାରେ ରାଜନୀତି ବଢିବାରେ ଲାଗିଛି ।

ବୌଦ୍ଧ ଜିଲ୍ଲା ବିଜେପି ପକ୍ଷରୁ ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖରେ ବିରୋଧ ପ୍ରଦର୍ଶନ କରାଯାଇଛି । ବିଜେପି କର୍ମୀମାନେ ଧୀରଜ ସାହୁଙ୍କ କୁଶ ପୁତ୍ତଳିକା ଦାହ କରିଛନ୍ତି । ବୌଦ୍ଧ ଠାରେ ଥିବା ବିଡିପିଏଲ ଉଚ୍ଛେଦ, ଧୀରଜ ସାହୁଙ୍କ ଇସ୍ତଫା ଦାବି ସହିତ ସମ୍ପୃକ୍ତ ଥିବା ଅନ୍ୟ କିଛି ମନ୍ତ୍ରୀଙ୍କ ମଧ୍ୟ ଇସ୍ତଫା ଦାବିକରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା