Masthead

ମୋହନ ଯାଦବ ମଧ୍ୟପ୍ରଦେଶ ନୂଆ ମୁଖ୍ୟମନ୍ତ୍ରୀ

ମଧ୍ୟପ୍ରଦେଶ (ବଡ଼ ଖବର ବ୍ୟୁରୋ): ମୋହନ ଯାଦବ ମଧ୍ୟପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ । ଦକ୍ଷିଣ ଉଜୈନ ବିଧାୟକ ମୋହନ ଯାଦବ । ଏଥରକୁ ମିଶାଇ ୩ ଥର ବିଧାୟକ ହେଲେଣି ମୋହନ । ସେହିପରି ମଧ୍ୟପ୍ରଦେଶ ବାଚସ୍ପତି ହେବେ ନରେନ୍ଦ୍ର ସିଂ ତୋମର । ପୂର୍ବତନ କେନ୍ଦ୍ର କୃଷି ମନ୍ତ୍ରୀ ହେଉଛନ୍ତି ତୋମର । ବିଜେପି ବିଧାୟକ ଦଳ ବୈଠକରେ ତୋମରଙ୍କ ନାଁ ଚୂଡ଼ାନ୍ତ ।

ମଧ୍ୟପ୍ରଦେଶରେ କିଏ ହେବ ମୁଖ୍ୟମନ୍ତ୍ରୀ ଏହାକୁ ନେଇ ଲାଗି ରହିଥିଲା ସସପେନ୍ସ । ଏବେ ଏହା ଉପରୁ ହଟିଛି ପରଦା । ବିଧାୟକ ଦଳର ବୈଠକ ମୁଖ୍ୟମନ୍ତ୍ରୀ ପାଇଁ ମୋହନ ଯାଦବଙ୍କ ଉପରେ ଲାଗିଲା ମୋହର । ମଧ୍ୟପ୍ରଦେଶରେ ବହୁମତ ପାଇଁ ୧୧୬ଟି ଆସନ ଆବଶ୍ୟକ ଥିବାବେଳେ ବିଜେପି ୧୬୩ଟି ଆସନରେ ବିଜୟ ହାସଲ କରିଛି । ଗତ ୩ ତାରିଖରୁ ଫଳାଫଳ ଘୋଷଣା ହୋଇଥିଲା ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା