ମାତ୍ର ଥରେ ବିଧାୟକରୁ ମୁଖ୍ୟମନ୍ତ୍ରୀ

ରାଜସ୍ଥାନ(ବଡ଼ ଖବର): ରାଜସ୍ଥାନରେ ମୁଖ୍ୟମନ୍ତ୍ରୀଙ୍କ ନାମକୁ ଶେଷହେଲା ସସପେନ୍ସ । ଜୟପୁରରେ ବିଜେପି ବିଧାୟକ ଦଳ ବୈଠକରେ ଭଜନଲାଲ ଶର୍ମାଙ୍କ ନାମ ଅନୁମୋଦନ ହୋଇଛି । ନିର୍ବାଚନ ଫଳାଫଳର ନଅ ଦିନ ପରେ ମୁଖ୍ୟମନ୍ତ୍ରୀ ଫାଇନାଲ କରିଛି ବିଜେପି ।

ଭଜନଲାଲ ଶର୍ମା ସାନଗର ବିଧାନସଭା ଆସନରୁ ପ୍ରଥମ ଥର ପାଇଁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ଭଜନଲାଲ ଶର୍ମା ଭରତପୁରର ବାସିନ୍ଦା। ଜଣେ ବାହାର ଲୋକ ବୋଲି ଅଭିଯୋଗ ସତ୍ତ୍ୱେ ସାନଗରରୁ ବିପୁଳ ବ୍ୟବଧାନରେ ଜିତିଥିଲେ।

ଶର୍ମା କଂଗ୍ରେସର ପୁଷ୍ପେନ୍ଦ୍ର ଭରଦ୍ୱାଜଙ୍କୁ ୪୮୦୮୧ ଭୋଟରେ ପରାସ୍ତ କରିଛନ୍ତି। ଭଜନ ଲାଲ ଶର୍ମା ସଂଘ ପରିବାରର ନିକଟତର ବୋଲି ବିବେଚନା କରାଯାଏ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ